Luke 22:65 — Compare Translations
7 translations compared side by side
Odia - 1840
"ଲୋକମାନେ ଯୀଶୁଙ୍କୁ ଅନକେ କଦର୍ୟ୍ଯ କଥା କହିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତାଙ୍କୁ ଏହିପରି ଅନେକ ଅପମାନ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଯୀଶୁଙ୍କୁ ଅନେକ କଦର୍ଯ୍ୟ କଥା କହିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಸ್ಲ್ಯಾ ಲೈ ತೆಚಿ ಮರ್ಯಾದ್ ಕಾಡ್ತಲ್ಯಾ ಗೊಸ್ಟಿಯಾ ತೆನಿ ತೆಕಾ ಬೊಲ್ಲ್ಯಾನಿ.