Luke 22:66 — Compare Translations

7 translations compared side by side

Odia - 1840
"ତା'ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସମାନେେ ଯୀଶୁଙ୍କୁ ସମାନଙ୍କେର ସର୍ବୋଚ୍ଚ ନ୍ଯାଯାଳୟକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ, ପୁଣି ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସକାଳ ହେବା ପରେ ଧର୍ମନେତା, ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଏକତ୍ର ହେଲେ ଏବଂ ଯୀଶୁଙ୍କୁ ମହାସଭା ସମ୍ମୁଖକୁ ନିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାଙ୍କ ସାମନାରେ ଯୀଶୁ ତା’ ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ ସେମାନଙ୍କର ସର୍ବୋଚ୍ଚ ନ୍ୟାୟଳୟକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।
Odia IRV 2017 (ଓଡିଆ ବାଇବେଲ)
ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಿಸ್ ಉಜ್ವಾಡಲ್ಲ್ಯಾ ತನ್ನಾ ಜಾಸ್ತಿ ಲೊಕಾ, ಮುಖ್ಯ ಯಾಜಕಾ, ಅನಿ ಖಾಯ್ದೆ ಶಿಕ್ವುತಲಿ ಲೊಕಾ ಎಕಾಕ್ಡೆ ಗೊಳಾ ಹೊಲಿ, ಅನಿ ಜೆಜುಕ್ ನ್ಯಾಯ್ ಕರ್‍ತಲ್ಯಾ ಮಂಡಳಿಚ್ಯಾ ಇದ್ರಾಕ್ ಘೆವ್ನ್ ಯೆವ್ನ್ ಹೊಲೆ.

Recommended Reading