Luke 22:67 — Compare Translations
7 translations compared side by side
Odia - 1840
"ସମାନେେ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତବେେ ତାହା ଆମ୍ଭକୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ଵାସ କରିବେ ନାହି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଆମକୁ କୁହ, ତୁମେ କ’ଣ ମସୀହ?” ସେ ଉତ୍ତର ଦେଲେ, “ମୁଁ ଯଦି ତୁମ୍ଭମାନଙ୍କୁ କହେ, ତୁମେ ମୋ’ କଥା ବିଶ୍ୱାସ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ତାହା ଆମ୍ଭକୁ କୁହ।” ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି କୁହେ ଯେ ମୁଁ ଖ୍ରୀଷ୍ଟ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ “ತಿಯಾ ಮೆಸ್ಸಿಯಾ ಕಾಯ್? ಅಮ್ಕಾ ಸಾಂಗ್” ಮನುನ್ ಮಟ್ಲ್ಯಾನಿ. ತೆನಿ ಮಿಯಾ ತುಮ್ಕಾ ಸಾಂಗಟ್ಲ್ಯಾರ್ಬಿ ತುಮಿ ವಿಶ್ವಾಸ್ ಕರಿನ್ಯಾಶಿ,