Luke 22:68 — Compare Translations
7 translations compared side by side
Odia - 1840
"ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଚା ରେ, ତବେେ ତୁମ୍ଭମାନେେ ତା'ର ଉତ୍ତର ଦବନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ମୁଁ ଯଦି ତୁମକୁ ଗୋଟିଏ ପ୍ରଶ୍ନ ପଚାରେ, ତୁମ୍ଭେମାନେ ଉତ୍ତର ଦେବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଯଦି ତୁମ୍ଭମାନଙ୍କୁ ପ୍ରଶ୍ନ ପଗ୍ଭରେ, ତେବେ ତୁମ୍ଭେମାନେ ତା’ର ଉତ୍ତର ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅನಿ ಮಿಯಾ ತುಮ್ಕಾ ಎಕ್ ಸವಾಲ್ ಇಚಾರ್ಲ್ಯಾರ್ ತುಮ್ಚ್ಯಾನ್ ಮಾಕಾ ಜಬಾಬ್ ದಿವ್ಕ್ ಹೊಯ್ನಾ.