Luke 22:69 — Compare Translations
7 translations compared side by side
Odia - 1840
"କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ଯପୁତ୍ର ପରମେଶ୍ବରଙ୍କ ସିଂହାସନ ରେ ଡାହାଣ ପଟେ ବସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅଦ୍ୟାବଧି ମନୁଷ୍ୟପୁତ୍ର ଈଶ୍ଵରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ସର୍ବଶକ୍ତିମାନ୍ ଈଶ୍ୱରଙ୍କର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ତ୍ତମାନଠାରୁ ମନୁଷ୍ୟପୁତ୍ର ପରମେଶ୍ୱରଙ୍କ ସିଂହାସନରେ ଡାହାଣ ପଟେ ବସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾಚ್ಯಾನ್ ಫಿಡೆ, ಮಾನ್ಸಾಚೊ ಲೆಕ್, ಪರಮೊನ್ನತ್ ದೆವಾಚ್ಯಾ ಉಜ್ವ್ಯಾ ಬಾಜುಕ್ ಬಸ್ತಾ!” ಮಟ್ಲ್ಯಾನ್