Luke 22:7 — Compare Translations

7 translations compared side by side

Odia - 1840
"ଖମୀର ହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାର ପର୍ବର ମଷେଶାବକମାନଙ୍କୁ ବଳି ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଖମୀର ଶୂନ୍ୟ ରୋଟୀ ପର୍ବ ସମୟରେ ନିସ୍ତାର ଭୋଜି ନିମନ୍ତେ ମେଷ ବଳି କରିବାର ଦିନ ଆସିଲା।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବର ଖାଦ୍ୟ ତିଆରି ଖମୀରହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାରପର୍ବର ମେଷଶାବକମାନଙ୍କୁ ବଳି ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
Odia IRV 2017 (ଓଡିଆ ବାଇବେଲ)
ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಟ್ಟ್ ಫುಗ್ವಿನಸ್ತಾನಾ ಕರ್‍ತಲ್ಯಾ ಭಾಕ್ರಿಚ್ಯಾ ಸನಾಚೊ ಪಾಸ್ಕಾಚ್ಯಾ ಜೆವ್ನಾಚಿ ಬಕ್ರಿ ಮಾರ್ತ‍ಲೊ ದಿಸ್ ಯೆಲೊ.