Luke 22:70 — Compare Translations

7 translations compared side by side

Odia - 1840
"ସମାନେେ ସମସ୍ତେ କହିଲେ, ତବେେ କ'ଣ ତୁମ୍ଭେ ପରମେଶ୍ବରଙ୍କ ପୁତ୍ର? ଯୀଶୁ ସମାନଙ୍କେୁ କହିଲେ, ହଁ, ତୁମ୍ଭେ ଯାହା କହିଛ. ତାହା ଠିକ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ଵରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ କହିଲେ, “ତୁମେ ତେବେ କ’ଣ ଈଶ୍ୱରଙ୍କ ପୁତ୍ର?” ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ସେହି ବୋଲି ତୁମ୍ଭେମାନେ ତ କହୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତେ କହିଲେ, “ତେବେ କ’ଣ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର?” ଯୀଶୁ ସେମାନଙ୍କୁ କହିଲେ, “ହଁ, ତୁମ୍ଭେ ଯାହା କହିଛ. ତାହା ଠିକ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳ್ಯಾನಿ“ತಸೆ ಜಾಲ್ಯಾರ್,ತಿಯಾ ದೆವಾಚೊ ಲೆಕ್ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ. ತೆನಿ ತೆಂಕಾ “ತುಮಿ ಸಾಂಗಲ್ಲೊಚ್ ಮಿಯಾ.” ಮನುನ್ ಜಬಾಬ್ ದಿಲ್ಯಾನ್.