Luke 22:71 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ତବେେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ'ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁହଁରୁ ଏହା ଶୁଣିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ଆମର ଆଉ କୌଣସି ସାକ୍ଷୀର ପ୍ରୟୋଜନ ନାହିଁ। ସେ ଯାହା କହିଛି, ଆମେ ନିଜେ ତାହା ଶୁଣିଛୁ!”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ତେବେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ’ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁଖରୁ ଏହା ଶୁଣିଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಅಮ್ಕಾ ಅನಿ ಕಸ್ಲಿಬಿ ಸಾಕ್ಷಿ ನಕ್ಕೊ! ತೆನಿ ಕಾಯ್ ಬೊಲ್ಲ್ಯಾನ್ ಮನುನ್ ಅಮಿಚ್ ಆಯಿಕ್ಲಾವ್!” ಮಟ್ಲ್ಯಾನಿ.