Luke 22:8 — Compare Translations
7 translations compared side by side
Odia - 1840
"ଯୀଶୁ ପିତର ଓ ଯୋହନଙ୍କୁ କହିଲେ, ତୁମ୍ଭମାନେେ ଯାଇ ଆମ୍ଭମାନଙ୍କର ଖାଇବା ପାଇଁ ନିସ୍ତାର ପର୍ବର ଖାଦ୍ୟ ପ୍ରସ୍ତୁତି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପିତର ଓ ଯୋହନଙ୍କୁ ଏହି କଥା କହି ପଠାଇଲେ, “ଯାଅ ଆମ ଖାଇବା ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପିତର ଓ ଯୋହନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ଆମ୍ଭମାନଙ୍କର ଖାଇବା ପାଇଁ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, “ଆମ୍ଭେମାନେ ଯେପରି ଭୋଜନ କରିପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಪೆದ್ರುಕ್, ಅನಿ ಜುವಾಂವಾಕ್ “ಜಾವಾ, ಅನಿ ಅಮ್ಚ್ಯಾ ಪಾಸ್ಕಾಚ್ಯಾ ಜೆವ್ನಾಚಿ ತಯಾರಿ ಕರಾ”, ಮಟ್ಲ್ಯಾನ್.