Luke 23:1 — Compare Translations

7 translations compared side by side

Odia - 1840
"ସମସ୍ତେ ଉଠି ଠିଆ ହେଲେ। ସମାନେେ ଯୀଶୁଙ୍କ ପୀଲାତଙ୍କ ପାଖକୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସଭାଟାଯାକ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ତାହାଙ୍କୁ ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ଯୀଶୁଙ୍କୁ ପିଲାତଙ୍କ ନିକଟକୁ ଧରିନେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ରାଜ୍ୟପାଳ ପୀଲାତଙ୍କ ପ୍ରଶ୍ନ ସମସ୍ତେ ଉଠି ଠିଆ ହେଲେ। ସେମାନେ ଯୀଶୁଙ୍କୁ ପୀଲାତଙ୍କ ପାଖକୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೊ ಲೊಕಾಂಚೊ ತಾಂಡೊ ಉಟ್ಲೊ, ಅನಿ ಜೆಜುಕ್ ಪಿಲಾತಾಕ್ಡೆ ಘೆವ್ನ್ ಗೆಲ್ಯಾನಿ.