Luke 23:10 — Compare Translations
7 translations compared side by side
Odia - 1840
"ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ସଠାେରେ ଠିଆ ହାଇେଥିଲେ। ସମାନେେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଖ୍ୟ ଯାଜକ ଓ ଧର୍ମଗୁରୁମାନେ ଆଗେଇ ଆସି ଯୀଶୁଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ସେଠାରେ ଠିଆ ହୋଇଥିଲେ। ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮುಖ್ಯ ಯಾಜಕಾ ಅನಿ ಖಾಯ್ದೊ ಶಿಕ್ವುತಲಿ ಲೊಕಾ ಫಿಡೆ ಯೆಲಿ, ಅನಿ ಜೆಜು ವರ್ತಿ, ಲೈ ಝುಟಿ ಅಪ್ವಾದಾ ತೆನಿ ಘಾಟ್ಲ್ಯಾನಿ.