Luke 23:11 — Compare Translations
7 translations compared side by side
Odia - 1840
"ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ଓ ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କରି ତାତ୍ସଲ୍ୟ କଲେ। ତା’ପରେ ସେମାନେ ତାଙ୍କୁ ଚକଚକିଆ ବସ୍ତ୍ର ପିନ୍ଧାଇ ଆଉ ଥରେ ପିଲାତଙ୍କ ନିକଟକୁ ପଠାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହେରୋଦ ଓ ତାହାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦେଇ ସେମାନେ ଉପହାସ କଲେ। ତା’ପରେ ହେରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಾನ್, ಅನಿ ತೆಚ್ಯಾ ಸೈನಿಕಾನಿ ಜೆಜುಕ್ ಎಡ್ಸಡ್ಲ್ಯಾನಿ, ಅನಿ ಮರ್ಯಾದ್ ಕಾಡ್ಲ್ಯಾನಿ. ಮಾನಾ ತೆನಿ ಜೆಜುಕ್ ಎಕ್ ಬರಿ ಅಂಗಿ ನೆಸ್ವುಲ್ಯಾನಿ, ಅನಿ ಪಿಲಾತಾಕ್ಡೆ ಧಾಡುನ್ ದಿಲ್ಯಾನಿ.