Luke 23:12 — Compare Translations

7 translations compared side by side

Odia - 1840
"ଅତୀତ ରେ ପିଲାତ ଓ ହରେୋଦଙ୍କ ମଧିଅରେ ବରାବର ଶତୃତା ଲାଗି ରହୁଥିଲା କିନ୍ତୁ ସହେି ଦିନରୁ ସେ ଦୁ ହେଁ ବନ୍ଧୁ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦିନ ହେରୋଦ ଓ ପିଲାତଙ୍କ ମଧ୍ୟରେ ବନ୍ଧୁତା ସ୍ଥାପିତ ହେଲା। ଏଥିପୂର୍ବରୁ ସେମାନେ ଶତ୍ରୁ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ପିଲାତ ଓ ହେରୋଦଙ୍କ ମଧ୍ୟରେ ବରାବର ଶତ୍ରୁତା ଲାଗି ରହୁଥିଲା କିନ୍ତୁ ସେହି ଦିନରୁ ସେ ଦୁହେଁ ବନ୍ଧୁ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತ್ಯಾಚ್ ದಿಸಿ, ಹೆರೊದ್, ಅನಿ ಪಿಲಾತ್ ದೊಸ್ತಿ ಹೊಲೆ, ಹೆಚ್ಯಾ ಅದ್ದಿ ತೆನಿ ಎಕಾಮೆಕಾಕ್ ದುಸ್ಮಕಿನ್ ಹೊತ್ತೆ.