Luke 23:15 — Compare Translations

7 translations compared side by side

Odia - 1840
"ତାଛଡା ହରେୋଦ ମଧ୍ଯ ତାହାଙ୍କଠା ରେ କୌଣସି ଭୁଲ ଦେଖି ନାହାଁନ୍ତି। ହରେୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦଇେଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ କାମ କରି ନାହାଁନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେରୋଦ ମଧ୍ୟ ପାଇ ନାହାନ୍ତି, କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇ ଦେଲେ; ଆଉ ଦେଖ, ଏ ପ୍ରାଣଦଣ୍ତଯୋଗ୍ୟ କୌଣସି କର୍ମ କରି ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ହେରୋଦ ମଧ୍ୟ ତା’ର କୌଣସି ଦୋଷ ପାଇ ନାହାନ୍ତି। ତେଣୁ ସେ ତାକୁ ମୋ’ ନିକଟକୁ ପଠାଇ ଦେଇଛନ୍ତି। ମୃତ୍ୟୁ ଦଣ୍ଡ ଭୋଗିବା ଭଳି ଏ ଲୋକ କୌଣସି ଦୋଷ କରି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତାଛଡ଼ା ହେରୋଦ ମଧ୍ୟ ତାହାଙ୍କଠାରେ କୌଣସି ଭୁଲ୍ ଦେଖି ନାହାନ୍ତି। ହେରୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦେଇଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ୍ କାମ କରି ନାହାନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹೆರೊದಾಕ್‍ಬಿ ಹೆಚಿ ಚುಕ್ ಕಾಯ್ ಮನುನ್ ಗಾವುಕ್ನಾ ತಸೆ ಮನುನ್ ತೆನಿ ಆನಿಪರ್ತುನ್ ಮಾಜೆಕ್ಡೆ ತೆಕಾ ಧಾಡುನ್ ದಿಲ್ಯಾನಾಯ್. ಮರ್‍ನಾಚಿ ಶಿಕ್ಷಾ ದಿ ಸರ್ಕೆ ಹ್ಯಾ ಮಾನ್ಸಾನ್ ಕಾಯ್ಬಿ ಕರುಕ್ ನಾ.