Luke 23:17 — Compare Translations
6 translations compared side by side
Odia - 1840
"ତାହାଙ୍କୁ ମୁକ୍ତ କରି ଚାଲିୟିବାକୁ ଅନୁମତି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାଙ୍କୁ ଜଣେ ବନ୍ଦୀକି ମୁକ୍ତ କରିବାକୁ ହେଉଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
(ପ୍ରତି ବର୍ଷ ନିସ୍ତାର ପର୍ବ ସମୟରେ ଇହୁଦୀ ଜାତିର ସମ୍ମାନାର୍ଥେ ଗୋଟିଏ ଇହୁଦୀ ବନ୍ଦୀକୁ ମୁକ୍ତ କରି ଦେବାକୁ ପଡ଼ୁଥିଲା।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା।]
Odia IRV 2017 (ଓଡିଆ ବାଇବେଲ)
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹರಿಎಕ್ ಪಾಸ್ಕಾಚ್ಯಾ ಸನಾಕ್ ಪಿಲಾತಾನ್ ಎಕ್ ಬಂಧಿಖಾನ್ಯಾತ್ ಹೊತ್ತ್ಯಾ ಮಾನ್ಸಾಕ್ ಸೊಡುನ್ ದಿತಲೆ ಮನುನ್ ಹೊತ್ತೆ.