Luke 23:22 — Compare Translations
7 translations compared side by side
Odia - 1840
"ତୃତୀୟ ଥର ପାଇଁ ପୀଲାତ ସମାନଙ୍କେୁ କହିଲେ, କାହିଁକି, ସେ କ'ଣ ଭୁଲ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ଯୁଦଣ୍ଡ ଦବୋପାଇଁ ମୁଁ କୌଣସି କାରଣ ଦେଖି ପାରୁନାହିଁ। ତେଣୁ ତାହାଙ୍କୁ ସାମାନ୍ଯ ଦଣ୍ଡ ଦବୋ ପରେ ମୁଁ ତାହାଙ୍କୁ ଛାଡି ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ତର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିଲାତ ତୃତୀୟ ଥର ସେମାନଙ୍କୁ କହିଲେ, “କିନ୍ତୁ ସେ କି ଦୋଷ କରିଛି? ସେ ମୃତ୍ୟୁ ଭୋଗିବା ଭଳି କୌଣସି କାର୍ଯ୍ୟ କରିଥିବା ମୁଁ ଦେଖି ନାହିଁ। ମୁଁ ତାକୁ କୋରଡ଼ା ପ୍ରହାର କରି ଛାଡ଼ି ଦେବି।”
Odia Bible ERV 2004 (ପବିତ୍ର ବାଇବଲ)
ତୃତୀୟ ଥର ପାଇଁ ପୀଲାତ ସେମାନଙ୍କୁ କହିଲେ, “କାହିଁକି, ସେ କ’ଣ ଭୁଲ୍ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ମୁଁ କୌଣସି କାରଣ ଦେଖି ପାରୁ ନାହିଁ। ତେଣୁ ତାହାଙ୍କୁ ସାମାନ୍ୟ ଦଣ୍ଡ ଦେବା ପରେ ମୁଁ ତାହାଙ୍କୁ ଛାଡ଼ି ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಿಲಾತಾನ್ ತಿನ್ವೆಪಟಿ ತೆಂಕಾ “ಖರೆ, ಮರ್ನಾಚಿ ಶಿಕ್ಷಾ ದಿ ಸರ್ಕೆ ಕಸ್ಲಿ ಚುಕ್ ತೆನಿ ಕರ್ಲ್ಯಾನಾಯ್, ಮಾಕಾ ತರ್ ತೆಚಿ ಕಸ್ಲಿಬಿ ಚುಕ್ ಗಾವುಕ್ನಾ, ತಸೆ ಮನುನ್ ಮಿಯಾ ತೆಕಾ ಬಾರ್ಕೊಲಾನಿ ಮಾರುಕ್ಲಾವ್ತಾ, ಅನಿ ಸೊಡುನ್ ದಿತಾ!” ಮನುನ್ ಸಾಂಗಟ್ಲ್ಯಾನ್.