Luke 23:25 — Compare Translations

7 translations compared side by side

Odia - 1840
"ଲୋକମାନେ ବାରବ୍ବାକୁ ମୁକ୍ତ ହାଇେ ଚାଲିୟିବାକୁ ଚାହୁଁଥିଲେ। ବାରବ୍ବା ନରହତ୍ଯା ଓ ବିଦ୍ରୋହ ଅପରାଧ ରେ କାରାଗାର ରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ। ପୀଲାତ ଯୀଶୁଙ୍କୁ ମାରିଦବୋ ପାଇଁ ଲୋକମାନଙ୍କ ହାତ ରେ ସମର୍ପି ଦେଲେ। ଲୋକମାନେ ତାହା ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବୀ କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ଦାବୀ ପୂରଣ କରି ବିଦ୍ରୋହ ଓ ହତ୍ୟା ଅଭିଯୋଗରେ କାରାଗାରରେ ବନ୍ଦୀ ହୋଇଥିବା ଲୋକଟିକୁ ମୁକ୍ତ କରିଦେଲେ। ପୁଣି ଯୀଶୁଙ୍କୁ ଦଣ୍ଡ ଦେବା ପାଇଁ ସେମାନଙ୍କ ହାତରେ ସମର୍ପଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବାର‌ବ୍‌ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାର‌ବ୍‌ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାର‌ବ୍‌ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಇಚಾರಲ್ಲ್ಯಾ ಡಂಗೊ ಉಟ್ವುನ್, ಅನಿ ಲೊಕಾಕ್ನಿ ಜಿವಾನಿ ಮಾರುನ್ ಬಂದಿಖಾನ್ಯಾತ್ ಹೊತ್ತ್ಯಾಕ್ ತೆನಿ ಸೊಡುನ್ ದಿಲ್ಯಾನ್, ಅನಿ ತುಮ್ಕಾ ಕಾಯ್ ಪಾಜೆ ತೆ ಕರಾ ಮನುನ್ ಜೆಜುಕ್ ತೆಂಚ್ಯಾ ತಾಬೆತ್ ದಿಲ್ಯಾನ್.