Luke 23:26 — Compare Translations

7 translations compared side by side

Odia - 1840
"ସୈନ୍ଯମାନେ ଯୀଶୁଙ୍କୁ ମାରିଦବୋ ପାଇଁ ନଇଗେଲେ। ଠିକ୍ ସହେି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫରେି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମାନେ। ଶିମାନେ କୁରୀଣ ନଗରର ଲୋକ ଥିଲା। ସୈନ୍ଯମାନେ ଯୀଶୁଙ୍କ କୃଶ ବହନ କରି ଯୀଶୁଙ୍କ ପଛ ରେ ୟିବାକୁ ଶିମାନେକୁ ବାଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାଙ୍କ କାନ୍ଧରେ ତାହା ଥୋଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୈନ୍ୟମାନେ ଯୀଶୁଙ୍କୁ ନେଇଗଲେ। ସେମାନେ ଯିବା ସମୟରେ ଗ୍ରାମାଞ୍ଚଳରୁ ଆସୁଥିବା କୂରିଣୀୟ ଶିମୋନଙ୍କୁ ଭେଟିଲେ। ସେମାନେ ତାକୁ ଅଟକାଇ ତା’ ଉପରେ କ୍ରୁଶ ଲଦିଦେଲେ ଓ ଯୀଶୁଙ୍କ ପଛରେ ଯିବାକୁ ତାକୁ ବାଧ୍ୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କ୍ରୁଶରେ ହତ ହେଲେ ସୈନ୍ୟମାନେ ଯୀଶୁଙ୍କୁ ମାରିଦେବା ପାଇଁ ନେଇଗଲେ। ଠିକ୍ ସେହି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫେରି ନଗର ଭିତରକୁ ଆସୁଥିଲା। ତା’ର ନାମ ଥିଲା ଶିମୋନ। ଶିମୋନ କୁରୀଣ ନଗରର ଲୋକ ଥିଲା। ସୈନ୍ୟମାନେ ଯୀଶୁଙ୍କ କ୍ରୁଶ ବହନ କରି ଯୀଶୁଙ୍କ ପଛରେ ଯିବାକୁ ଶିମୋନକୁ ବାଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾನಿ ಜೆಜುಕ್ ಘೆವ್ನ್ ಗೆಲ್ಯಾನಿ, ಅನಿ ತೆನಿ ಜೆಜುಕ್ ಘೆವ್ನ್ ಜಾತಾನಾ, ವಾಟೆರ್ ಸಿರೆನ್ ಮನ್ತಲ್ಯಾ ಗಾಂವಾಂಚ್ಯಾ ಸಿಮಾವಾಕ್ ತೆನಿ ಭೆಟ್ಲ್ಯಾನಿ. ತೊ ಶೆತಾತ್ನಾ ಅಪ್ನಾಚ್ಯಾ ಶಾರಾತ್ ಜಾಯ್. ತೆನಿ ತೆಕಾ ಧರ್‍ಲ್ಯಾನಿ, ಅನಿ ಜೆಜುಚೊ ಕುರಿಸ್ ವಾವುನ್ ಘೆವ್ನ್ ಜಾವ್ಕ್ ಲಾವ್ಲ್ಯಾನಿ.