Luke 23:27 — Compare Translations

7 translations compared side by side

Odia - 1840
"ବହୁ ସଂଖ୍ଯା ରେ ଲୋକେ ଯୀଶୁଙ୍କ ପେଛ ପେଛ ଗଲେ। କେତକେ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସମାନେେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହା ଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ବିରାଟ ଜନତା ମଧ୍ୟ ତାଙ୍କ ପଛେ ପଛେ ଗଲେ; ସେମାନଙ୍କ ମଧ୍ୟରେ ଥିବା କେତେ ଜଣ ସ୍ତ୍ରୀ ଲୋକ ଯୀଶୁଙ୍କ ପାଇଁ କ୍ରନ୍ଦନ ଓ ବିଳାପ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବହୁ ସଂଖ୍ୟାରେ ଲୋକେ ଯୀଶୁଙ୍କ ପଛେ ପଛେ ଗଲେ। କେତେକ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସେମାନେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‍ଗମନ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಫಾಟ್ನಾ ಲೊಕಾಂಚೊ, ಎಕ್ ಮೊಟೊ ತಾಂಡೊಚ್ ಹೊತ್ತೊ, ತ್ಯಾತುರ್‍ಲ್ಯಾ ಉಲ್ಲ್ಯಾ ಬಾಯ್ಕಾಮನ್ಸಾ ಜೆಜುಸಾಟ್ನಿ ರಡುಲಾಗಲ್ಲ್ಯಾ.