Luke 23:28 — Compare Translations
7 translations compared side by side
Odia - 1840
"କିନ୍ତୁ ଯୀଶୁ ବୁଲିପଡି ସହେି ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ୟିରୁଶାଲମର ନାରୀଗଣ! ମାେ ପାଇଁ କାନ୍ଦ ନାହିଁ। ତୁମ୍ଭମାନେେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ବୁଲିପଡ଼ି ସେମାନଙ୍କୁ କହିଲେ, “ହେ ଯିରୂଶାଲମର କନ୍ୟାମାନେ, ମୋ’ ପାଇଁ କାନ୍ଦ ନାହିଁ, କିନ୍ତୁ ତୁମ ନିଜ ପାଇଁ ଓ ତୁମର ସନ୍ତାନମାନଙ୍କ ପାଇଁ କାନ୍ଦ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ବୁଲିପଡ଼ି ସେହି ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ଯିରୁଶାଲମର ନାରୀଗଣ! ମୋ’ ପାଇଁ କାନ୍ଦ ନାହିଁ। ତୁମ୍ଭେମାନେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, “ଗୋ ଯିରୂଶାଲମ ସହରର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೆಂಚೆಕ್ಡೆ ಪರತ್ಲೊ, ಅನಿ ತೆಂಕಾ “ಜೆರುಜಲೆಮಾಚ್ಯಾ ಬಾಯ್ಕೊಮನ್ಸಾನೊ ಮಾಜೆಸಾಟಿ ರಡುನಕಾಶಿ! ತುಮ್ಚ್ಯಾ, ಅನಿ ತುಮ್ಚ್ಯಾ ಪೊರಾಂಚ್ಯಾ ಸಾಟ್ನಿ ರಡಾ”, ಮಟ್ಲ್ಯಾನ್.