Luke 23:29 — Compare Translations

7 translations compared side by side

Odia - 1840
"ଏବେ ସମୟ ଆସୁଛି, ଯେତବେେଳେ ଲୋକମାନେ କହିବେ, ' ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାଁନ୍ତି, ସମାନେେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ଯା, ସମାନେେ ଧନ୍ଯ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦଇେ ନାହାଁନ୍ତି ଏବଂ ତାହାଙ୍କର ଯତ୍ନ ନଇେ ନାହାଁନ୍ତି, ସମାନେେ ଧନ୍ଯ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ, ଏପରି ସମୟ ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଏପରି ଦିନସବୁ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀମାନେ ବନ୍ଧ୍ୟା, ଯେଉଁମାନେ ସନ୍ତାନ ପ୍ରସବ କରି ନାହାନ୍ତି, ସେମାନେ କେଡ଼େ ଭାଗ୍ୟବତୀ।’
Odia Bible ERV 2004 (ପବିତ୍ର ବାଇବଲ)
ଏବେ ସମୟ ଆସୁଛି, ଯେତେବେଳେ ଲୋକମାନେ କହିବେ, ‘ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାନ୍ତି, ସେମାନେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ୟା, ସେମାନେ ଧନ୍ୟ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦେଇ ନାହାନ୍ତି ଏବଂ ତାହାଙ୍କର ଯତ୍ନ ନେଇ ନାହାନ୍ତି, ସେମାନେ ଧନ୍ୟ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಪೊರಾ ಹೊವನಸಲ್ಲ್ಯಾ ಬಾಯ್ಕೊಮನ್ಸಾಂಚೆ ಕವ್ಡೆ ಬರೆ, ಪೊರಾಕ್ ಜಲಮ್‍ ದಿ ನಸಲ್ಲ್ಯಾಂಚೆ ಕವ್ಡೆ ಬರೆ! ಮನುನ್ ಸಾಂಗ್ತಲೊ ಎಳ್ ಯೆತಾ: