Luke 23:32 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ସହିତ ମୃତ୍ଯୁ ଦଣ୍ଡ ଦିଆୟିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ଯ ନିଆ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରାଣଦଣ୍ତ ଭୋଗିବା ନିମନ୍ତେ ଦୁଇଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଦୁଇ ଜଣ ଅପରାଧୀଙ୍କୁ ମଧ୍ୟ ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଭୋଗ କରିବା ପାଇଁ ନିଆଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ସହିତ ମୃତ୍ୟୁ ଦଣ୍ଡ ଦିଆଯିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆ ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ದೊಗ್ಯಾ ಚೊರಾನ್ಕಿಬಿ, ಜೆಜುಚ್ಯಾ ವಾಂಗ್ಡಾ ಮರ್ನಾಚಿ ಶಿಕ್ಷಾ ದಿವ್ಕ್ ಘೆವ್ನ್ ಯೆಲ್ಲ್ಯಾನಿ