Luke 23:33 — Compare Translations

7 translations compared side by side

Odia - 1840
"'କପାଳ' ନାମକ ସ୍ଥାନକୁ ଯୀଶୁ ଓ ସହେି ଦୁଇଜଣ ଅପରାଧୀଙ୍କୁ ମଧ୍ଯ ନିଆଗଲା। ସଠାେରେ ସୈନ୍ଯମାନେ ଯୀଶୁଙ୍କୁ କୃଶବିଦ୍ଧ କଲେ। ସମାନେେ ସହେି ଅପରାଧୀମାନଙ୍କ ମଧ୍ଯରୁ ଜଣକୁ ଯୀଶୁଙ୍କ ଡାହାଣ ପାଖ ରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ‘ଖପୁରି ସ୍ଥାନ’ ନାମକ ସ୍ଥାନରେ ପହଞ୍ଚିବା ପରେ ଯୀଶୁଙ୍କୁ ସେଠାରେ କ୍ରୁଶବିଦ୍ଧ କରାଗଲା ଏବଂ ଦୁଇ ଜଣ ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ତାଙ୍କର ଡ଼ାହାଣ ପାଖରେ ଓ ଅନ୍ୟ ଜଣକୁ ତାଙ୍କର ବାମ ପାଖରେ କ୍ରୁଶବିଦ୍ଧ କରାଗଲା।
Odia Bible ERV 2004 (ପବିତ୍ର ବାଇବଲ)
‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತೆನಿ “ಟಕ್ಲ್ಯಾಚ್ಯಾ ಬುರ್‍ಡ್ಯಾಚೊ ಜಾಗೊ” ಮನ್ತಲ್ಯಾ ಜಾಗ್ಯಾರ್ ಯೆವ್ನ್ ಪಾವಲ್ಲ್ಯಾ ತನ್ನಾ ತೆನಿ ಜೆಜುಕ್ ಕುರ್ಸಾರ್ ಮಾರ್‍ಲ್ಯಾನಿ, ಅನಿ ತ್ಯಾ ದೊಗ್ಯಾ ಚೊರಾಕ್ನಿ, ಎಕ್ಲ್ಯಾಕ್ ಜೆಜುಚ್ಯಾ ಉಜ್ವ್ಯಾಬಾಜುಕ್, ಅನಿ ಎಕ್ಲ್ಯಾಕ್ ಡಾವ್ಯಾ ಬಾಜುಕ್ ಕುರ್ಸಾರ್ ಮಾರ್‍ಲ್ಯಾನಿ.