Luke 23:35 — Compare Translations

7 translations compared side by side

Odia - 1840
"ଲୋକମାନେ ସଠାେରେ ଠିଆ ହାଇେ ଯୀଶୁଙ୍କୁ ଲକ୍ଷ୍ଯ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସମାନେେ କହୁଥିଲେ, ଯଦି ସେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଖ୍ରୀଷ୍ଟ, ତବେେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ, ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦ୍ରୂପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ଵରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ସେଠାରେ ଏସବୁ ଦେଖୁଥିଲେ। ଇହୁଦୀ ନେତାମାନେ ବିଦ୍ରୂପ କରି କହିଲେ, “ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲା। ଯଦି ସେ ଈଶ୍ୱରଙ୍କର ମନୋନୀତ ମସୀହ, ତେବେ ସେ ନିଜକୁ ରକ୍ଷା କରୁ।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ସେଠାରେ ଠିଆ ହୋଇ ଯୀଶୁଙ୍କୁ ଲକ୍ଷ୍ୟ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସେମାନେ କହୁଥିଲେ, “ଯଦି ସେ ପରମେଶ୍ୱରଙ୍କ ଦ୍ୱାରା ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ। ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ବରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚಿ ಮುಖಂಡಾ ಜೆಜುಕ್ “ತೆನಿ ದುಸ್ರ್ಯಾಕ್ನಿ ಹುರ್‍ವುಲ್ಯಾನ್, ಅತ್ತಾ ತೊ ದೆವಾನ್ ಎಚುನ್ ಕಾಡಲ್ಲೊ ಮೆಸ್ಸಿಯಾ ಹೊಯ್ ಜಾಲ್ಯಾರ್, ಅಪ್ನಾಕುಚ್ ಹುರ್‍ವುನ್ ಘೆಂವ್ದಿ!” ಮನುನ್ ಎಡ್ಸಡ್ತಲೆ ಥೈ ಇಬೆ ಹೊತ್ತಿ ಸಗ್ಳಿ ಲೊಕಾ ಬಗುಲಾಲ್ಲಿ.