Luke 23:36 — Compare Translations
7 translations compared side by side
Odia - 1840
"ଏପରିକି ସୈନ୍ଯମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସମାନେେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସୈନ୍ୟମାନେ ମଧ୍ୟ ତାଙ୍କୁ ପରିହାସ କଲେ। ସେମାନେ ତାଙ୍କ ପାଖକୁ ଆସି ତାଙ୍କୁ ଅମ୍ଲରସ ଯାଚି କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ସୈନ୍ୟମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସେମାନେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸೈನಿಕಾನಿಬಿ ತೆಕಾ ಎಡ್ಸಡ್ಲ್ಯಾನಿ, ಫಿಡೆ ಯೆವ್ನ್ ತೆಕಾ ಎಗ್ದಮ್ ಅಂಬೊಟ್ಲಿ ವಾಯ್ನ್ ಫಿವ್ಕ್ ದಿಲ್ಯಾನಿ.