Luke 23:39 — Compare Translations
7 translations compared side by side
Odia - 1840
"ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦାକରି କହିବାକୁ ଲାଗିଲା, ତୁମ୍ଭେ କ'ଣ ଖ୍ରୀଷ୍ଟ ନୁହଁ? ତବେେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ଯ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀ-ମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୁଶରେ ଟଙ୍ଗା ହୋଇଥିବା ଅପରାଧିମାନଙ୍କ ମଧ୍ୟରୁ ଜଣେ ତାଙ୍କୁ ଅପମାନ ଦେଇ କହିଲା: "ତୁମେ କ'ଣ ମସୀହ ନୁହଁ? ନିଜକୁ ଓ ଆମକୁ ରକ୍ଷା କର।”
Odia Bible ERV 2004 (ପବିତ୍ର ବାଇବଲ)
ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦା କରି କହିବାକୁ ଲାଗିଲା, “ତୁମ୍ଭେ କ’ଣ ଖ୍ରୀଷ୍ଟ ନୁହଁ? ତେବେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ୟ ରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಅಜು-ಬಾಜುಕ್ ಕುರ್ಸಾರ್ ಮಾರಲ್ಲ್ಯಾ ಚೊರಾನಿತ್ಲೊ ಎಕ್ಲೊ “ತಿಯಾ ಮೆಸ್ಸಿಯಾ ನ್ಹಯ್ ಕಾಯ್? ತುಕಾಚ್ ತಿಯಾ ಹುರ್ವುನ್ ಘೆ, ಅನಿ ಅಮ್ಕಾಬಿ ಹುರ್ವು” ಮನುನ್ ಜೆಜುಕ್ ಅವ್ಮಾನ್ ಕರುಕ್ಲಾಲೊ.