Luke 23:40 — Compare Translations

7 translations compared side by side

Odia - 1840
"କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, ତୁ କ'ଣ ପରମେଶ୍ବରଙ୍କୁ ମଧ୍ଯ ଭୟ କରୁନାହୁଁ? ଆମ୍ଭମାନେେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ତ ତ ପାଉଛୁ, ତୁ ଈଶ୍ଵରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅନ୍ୟ ଜଣକ ତାକୁ ଅନୁଯୋଗ କରି କହିଲା, “ତୁ କ’ଣ ଈଶ୍ୱରଙ୍କୁ ଭୟ କରୁ ନାହୁଁ? ସେ ଯେଉଁ ଦଣ୍ଡ ପାଇଛନ୍ତି, ତୁ ମଧ୍ୟ ଠିକ୍ ସେହି ଦଣ୍ଡ ଭୋଗୁଛୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, “ତୁ କ’ଣ ପରମେଶ୍ୱରଙ୍କୁ ମଧ୍ୟ ଭୟ କରୁ ନାହୁଁ? ଆମ୍ଭେମାନେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅನಿ ಎಕ್ಲ್ಯಾನ್ ತೆಕಾ “ತುಕಾಬಿ ತೆಕಾ ಗಾವಲ್ಲಿಚ್ ಶಿಕ್ಷಾ ಗಾವ್ಲಾ, ತುಕಾ ಉಲ್ಲೆಬಿ ದೆವಾಚೆ ಭಿಂಯೆ ನಾ ಕಾಯ್?