Luke 23:41 — Compare Translations

7 translations compared side by side

Odia - 1840
"ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ଯ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେମାନେ ସିନା ନ୍ୟାୟ ଭାବରେ ଦଣ୍ତ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ ଆମ ପକ୍ଷେ ଏହା ଯଥାର୍ଥ, କାରଣ ଆମେ ଯାହା କରିଅଛୁ, ତାହାର ସମୁଚିତ ଦଣ୍ଡ ଭୋଗୁଛୁ; କିନ୍ତୁ ସେ କୌଣସି ଦୋଷ କରି ନାହାନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ୟ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಕಾ ತರ್ ಹಿ. ಶಿಕ್ಷಾ ಗಾವಲ್ಲಿ, ಬರಬ್ಬರ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್ ಅಮಿ ಕರಲ್ಲ್ಯಾ ಚುಕಾಕ್ನಿ ಅಮ್ಕಾ ಹಿ ಶಿಕ್ಷಾ ಹೊವ್ಕುಚ್ ಪಾಜೆ, ಖರೆ ತೆನಿ ಕಾಯ್ಬಿ ಚುಕ್ ಕರಲ್ಲಿ ನಾ”, ಮನುನ್ ಜೊರ್ ಕರ್ಲ್ಯಾನ್.