Luke 23:42 — Compare Translations
7 translations compared side by side
Odia - 1840
"ତା'ପରେ ସହେି ଅପରାଧୀଟି ଯୀଶୁଙ୍କୁ କହିଲା, ଯୀଶୁ, ଆପଣ ଯେତବେେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତବେେଳେ ମାେତେ ମନେ ପକାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ସେ ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ନିଜ ରାଜ୍ୟରେ ପ୍ରବେଶ କରିବେ, ଦୟା କରି ମୋତେ ସ୍ମରଣ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଅପରାଧୀଟି ଯୀଶୁଙ୍କୁ କହିଲା, “ଯୀଶୁ, ଆପଣ ଯେତେବେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତେବେଳେ ମୋତେ ମନେ ପକାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುಕ್ “ಜೆಜು, ತಿಯಾ ರಾಜಾಚಿ ಪದ್ವಿ ಘೆವ್ನ್ ಯೆತಾನಾ, ಮಾಜಿ ಯಾದ್ ಕರ್” ಮಟ್ಲ್ಯಾನ್.