Luke 23:47 — Compare Translations

7 translations compared side by side

Odia - 1840
"ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତସେନାପତି ଏହି ଘଟଣା ଦେଖି ଈଶ୍ଵରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେନାଧ୍ୟକ୍ଷ ଏହି ଘଟଣା ଦେଖି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ପ୍ରକୃତରେ ଏ ଜଣେ ମହାଧାର୍ମିକ ବ୍ୟକ୍ତି ଥିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ସେନାଧ୍ୟକ୍ଷ ସେଠାରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ୱରଙ୍କୁ ପ୍ରଶଂସା କଲେ, “ମୁଁ ଜାଣେ ଯେ, ଏହି ମନୁଷ୍ୟ ଜଣେ ଉତ୍ତମ ବ୍ୟକ୍ତି ଥିଲେ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ-ସେନାପତି ଏହି ଘଟଣା ଦେଖି ଈଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್-ಕಾಯ್ ಹೊಲೆ ಮನುನ್ ಎಕ್ ಸೈನಿಕಾಂಚ್ಯಾ ಮುಖಂಡಾನ್ ಬಗಟ್ಲ್ಯಾನ್, ಅನಿ “ಹ್ಯೊ ಖರೆಚ್ ಬರೊ ಮಾನುಸ್” ಮನುನ್ ದೆವಾಕ್ ಧನ್ಯವಾದ್ ದಿಲ್ಲ್ಯಾನ್.