Luke 23:48 — Compare Translations
7 translations compared side by side
Odia - 1840
"ଅନକେ ଲୋକ ଏହି ଘଟଣା ଦଖାବୋକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସମାନେେ ଅତ୍ଯନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶଷେ ରେ ସମାନେେ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରେ ରୁଣ୍ଡ ହୋଇଥିବା ଲୋକମାନେ ସମସ୍ତେ ଏହି ଘଟଣା ଦେଖି ଦୁଃଖାଭିଭୂତ ହେଲେ ଓ ବକ୍ଷାଘାତ କରି ଗୃହକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଏହି ଘଟଣା ଦେଖିବାକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସେମାନେ ଅତ୍ୟନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶେଷରେ ସେମାନେ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥೈ ಇಬೆ ಹೊತ್ತ್ಯಾ ಲೊಕಾನಿ ಡೊಳ್ಯಾನ್ ಡೊಳೊಬರ್, ಬಗಟಲ್ಲ್ಯಾನಿ ದುಕ್ಕಾನ್ ಅಪ್ನಾಚೆ ಹಿರ್ದೆ ಬಡ್ವುನ್ ಘೆವ್ನಗೆತ್ ತೆಂಚ್ಯಾ ಘರಾತ್ನಿ ಗೆಲ್ಯಾನಿ.