Luke 23:49 — Compare Translations
7 translations compared side by side
Odia - 1840
"ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସଠାେରେ ଉପସ୍ଥିତ ଥିଲେ। ତା'ଛଡା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନକେ ସ୍ତ୍ରୀ ଲୋକ ସଠାେରେ ଥିଲେ। ସମାନେେ କୃଶଠାରୁ ଦୂର ରେ ଠିଆ ହାଇେ ଏସବୁ ଦେଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଗାଲିଲୀରୁ ଯୀଶୁଙ୍କର ଅନୁଗମନ କରୁଥିବା ସ୍ତ୍ରୀ ଲୋକମାନେ ଓ ତାଙ୍କ ପରିଚିତ ଅନ୍ୟ ସମସ୍ତେ ଅଳ୍ପ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସେଠାରେ ଉପସ୍ଥିତ ଥିଲେ। ତା’ଛଡ଼ା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନେକ ସ୍ତ୍ରୀ ଲୋକ ସେଠାରେ ଥିଲେ। ସେମାନେ କ୍ରୁଶଠାରୁ ଦୂରରେ ଠିଆ ହୋଇ ଏସବୁ ଦେଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚಿ ವಳಕ್ ಹೊತ್ತಿ. ಲೊಕಾ, ಅನಿ ಗಾಲಿಲಿಯಾತ್ನಾ ಜೆಜುಚ್ಯಾ ಫಾಟ್ನಾ ಯೆಲ್ಲ್ಯಾ ಬಾಯ್ಕೊಮನ್ಸಾ ಥೈಚ್ ಉಲ್ಲೆ ಧುರ್ ಇಬೆ ರ್ಹಾವ್ನ್, ಹೆ ಸಗ್ಳೆ ಬಗುಲಾಗಲ್ಲ್ಯಾ.