Luke 23:5 — Compare Translations
7 translations compared side by side
Odia - 1840
"ସମାନେେ କିନ୍ତୁ ବାରମ୍ବାର କହିଲେ, ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। ୟିହୂଦାର ଚାରିଆଡେ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀ ରେ ଆରମ୍ଭ କରିଥିଲେ। ଏବେ ସେ ଏଠା ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେମାନେ ଆହୁରି ଦୃଢ଼ ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୁଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେମାନେ ବାରମ୍ବାର ଜୋର୍ ଦେଇ କହିଲେ, “ତାହାର ଶିକ୍ଷା ଦ୍ୱାରା ସେ ସମଗ୍ର ଯିହୂଦାର ଲୋକମାନଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରୁଛି। ସେ ତାହା ଗାଲିଲୀରେ ଆରମ୍ଭ କଲା ଓ ବର୍ତ୍ତମାନ ଏଠାକୁ ଆସିଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ତ ଗାଲିଲୀ ପ୍ରଦେଶଠାରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ଶିକ୍ଷା ଦେଇ ଲୋକସାଧାରଣଙ୍କୁ ମତାଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆನಿ, “ಅನಿ ಜೊರಾನ್ ಸಗ್ಳ್ಯಾ ಜುದೆಯಾತ್ಲ್ಯಾ ಲೊಕಾಕ್ನಿ ಶಿಕ್ವುನ್ಗೆತ್, ಹ್ಯೊ ಲೊಕಾತ್ನಿ ಡಂಗೊ ಉಟ್ವುಲಾ, ತೆನಿ ಅಪ್ನಾಚೆ ಹೆ ಕಾಮ್ ಗಾಲಿಲಿಯಾತ್ನಾ ಚಾಲು ಕರಲ್ಲ್ಯಾನ್, ಅನಿ ಅತ್ತಾ ತೊ, ಹಿತ್ತೆ ಯೆವ್ನ್ ಪಾವ್ಲಾ” ಮನುಕ್ಲಾಲೆ.