Luke 23:51 — Compare Translations
4 translations compared side by side
Odia - 1840
"ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ଯା କରିବାକୁ ସ୍ଥିର କଲା ବେଳେ ସେ ସେଥି ରେ ରାଜି ହାଇନେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ, ପୁଣି ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ବରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ ।