Luke 23:52 — Compare Translations
7 translations compared side by side
Odia - 1840
"ୟୋ ସଫେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ୟୋ ସଫଙ୍କେୁ ସେଥିପାଇଁ ଅନୁମତି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପିଲାତଙ୍କ ସମ୍ମୁଖକୁ ଯାଇ ଯୀଶୁଙ୍କର ମୃତ ଶରୀର ମାଗିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ଯୋଷେଫ ସେଥିପାଇଁ ଅନୁମତି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಪಿಲಾತಾಕ್ಡೆ ಗೆಲೊ, ಅನಿ ಜೆಜುಚೆ ಮಡೆ ತೆನಿ ಇಚಾರ್ಲ್ಯಾನ್.