Luke 23:53 — Compare Translations

7 translations compared side by side

Odia - 1840
"ତେଣୁ ୟୋ ସଫେ ଯୀଶୁଙ୍କ ଶରୀରକୁ କୃଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗା ରେ ସେ ଘୋଡାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନଇେ ପାହାଡକାନ୍ଥ ରେ ଖୋଳା ହାଇେଥିବା ଓ ପୂର୍ବରୁ କବେେ ବ୍ଯବହୃତ ହାଇନେଥିବା କବର ମଧିଅରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହା ଓହ୍ଲାଇଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖା ଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁଙ୍କ ଶରୀରକୁ ଓହ୍ଲାଇ ଆଣି ଗୋଟିଏ ସୂକ୍ଷ୍ମ ଚାଦରରେ ଗୁଡ଼ାଇଦେଲେ ଏବଂ ପାହାଡ଼ରେ ଖୋଳାଯାଇଥିବା ଏକ ଅବ୍ୟବହୃତ ସମାଧି ମଧ୍ୟରେ ତାକୁ ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋଷେଫ ଯୀଶୁଙ୍କ ଶରୀରକୁ କ୍ରୁଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗାରେ ସେ ଘୋଡ଼ାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନେଇ ପାହାଡ଼ କାନ୍ଥରେ ଖୋଳା ହୋଇଥିବା ଓ ପୂର୍ବରୁ କେବେ ବ୍ୟବହୃତ ହୋଇ ନ ଥିବା କବର ମଧ୍ୟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧି-ସ୍ଥାନରେ ତାହାଙ୍କୁ ଥୋଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚೆ ಮಡೆ ಕುರ್ಸಾ ವೈನಾ ಖಾಲ್ತಿ ಉತರ್‍ಲ್ಯಾನ್, ಅನಿ ಎಕ್ ಮಡ್ಯಾಕ್ ಲಪಟ್ತಲ್ಯಾ ಮ್ಹಾಗ್ರ್ಯಾ ಫಾಳಿತ್ ತೆ ಲಪಟ್ಲ್ಯಾನ್,ಅನಿ ಕೊನಾಕ್ಬಿ ಅದ್ದಿ ಥೈನಸಲ್ಲ್ಯಾ ಎಕ್ ಘಟ್ಮುಟ್ ಮೊಟ್ಯಾ ಗುಂಡ್ಯಾತ್ ಪೊಕರಲ್ಲ್ಯಾ ಸಮಾದಿತ್ ನ್ಹೆವ್ನ್ ಥವ್ಲ್ಯಾನ್.