Luke 23:55 — Compare Translations
7 translations compared side by side
Odia - 1840
"ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସମାନେେ ୟୋ ସଫଙ୍କେ ପେଛ ପେଛ ଗଲେ। ସମାନେେ ଯାଇ କବରଟି ଦେଖିଲେ। । ଭିତ ରେ ଯେଉଁ ସ୍ଥାନ ରେ ଶରୀରଟି ରଖାଗଲା, ସହେି ସ୍ଥାନଟି ମଧ୍ଯ ସମାନେେ ଦେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧିକି ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କୁ ଅନୁଗମନ କରିଥିବା ଗାଲିଲୀର ସ୍ତ୍ରୀ ଲୋକମାନେ ଯୋସେଫଙ୍କ ସହିତ ସମାଧିକୁ ଯାଇ ଯୀଶୁଙ୍କ ଶୀରରକୁ ସେଥିରେ କିପରି ରଖାଗଲା, ତାହା ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଯୋଷେଫ ପଛେ ପଛେ ଗଲେ। ସେମାନେ ଯାଇ କବରଟି ଦେଖିଲେ। । ଭିତରେ ଯେଉଁ ସ୍ଥାନରେ ଶରୀରଟି ରଖାଗଲା, ସେହି ସ୍ଥାନଟି ମଧ୍ୟ ସେମାନେ ଦେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗಾಲಿಲಿಯಾಕ್ನಾ ಜೆಜುಚ್ಯಾ ಫಾಟ್ನಾ ಯೆಲ್ಲ್ಯಾ ಬಾಯ್ಕೊಮನ್ಸಾ ಜೆಜುಚೆ ಮಡೆ ಖೈ ಥವಲ್ಲೆ ಹಾಯ್ ಮನುನ್ ಬಗಟ್ಲ್ಯಾನಿ.