Luke 23:8 — Compare Translations

7 translations compared side by side

Odia - 1840
"େ ହରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସି ହାଇଗେଲେ। େ ହରୋଦ ଯୀଶୁଙ୍କ ବିଷୟ ରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। େ ହରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ୟ୍ଯକର୍ମ ଦେଖିବାକୁ ଚାହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗ ରେ ଯୀଶୁ କିଛି ଆଶ୍ଚର୍ୟ୍ଯକର୍ମ ପ୍ରଦର୍ଶନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟ; ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି ତାହାଙ୍କ ଦ୍ଵାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯୀଶୁଙ୍କୁ ଦେଖି ଅତି ଆନନ୍ଦିତ ହେଲେ, କାରଣ ସେ ତାଙ୍କ ବିଷୟରେ ଶୁଣିଥିଲେ। ଯୀଶୁଙ୍କ କୌଣସି ଅଲୌକିକ କାର୍ଯ୍ୟ ଦେଖିବାକୁ ତାଙ୍କର ଆଶା ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ହେରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସୀ ହୋଇଗଲେ। ହେରୋଦ ଯୀଶୁଙ୍କ ବିଷୟରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। ହେରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗରେ ଯୀଶୁ କିଛି ଆଶ୍ଚର୍ଯ୍ୟକର୍ମ ପ୍ରଦର୍ଶନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಬಗುನ್ ಹೆರೊದಾಕ್ ಲೈ ಕುಶಿ ಹೊಲಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಲೈಂದಾ, ತೆನಿ ಜೆಜುಚ್ಯಾ ವಿಶಯಾತ್ ಆಯ್ಕಲ್ಲ್ಯಾನ್, ಅನಿ ಜೆಜುಕ್ ಭೆಟುಚೆ ಮನುನ್ ತೆಕಾ ಲೈ ಮನ್ ಹೊತ್ತೊ. ಜೆಜುನ್ ಕಸ್ಲೆ ತರ್ ಮೊಟೆ ವಿಚಿತ್ರ್ ಕಾಮ್ ಕರಲ್ಲೆ ತೆಕಾ ಬಗ್ತಲೊ ಮನ್ ಹೊತ್ತೊ.