Luke 24:1 — Compare Translations

7 translations compared side by side

Odia - 1840
"ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସହେି ସ୍ତ୍ରୀ ଲୋକମାନେ ଯେଉଁଠା ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ଆସିଲେ। ସମାନେେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ଯ ସଙ୍ଗ ରେ ଆଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରବିବାର ଦିନ ପାହାନ୍ତା ସମୟରେ ସ୍ତ୍ରୀ ଲୋକମାନେ ପ୍ରସ୍ତୁତ କରିଥିବା ସୁଗନ୍ଧ ଦ୍ରବ୍ୟ ନେଇ ସମାଧିକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ୍ୟୁରୁ ପୁନରୁ‌ତ୍‌ଥାନ ଖବର ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಯ್ತಾರ್‍ಚೆ ಸಕ್ಕಾಳಿ ಫಿಡೆ ಅಪ್ನಿ ತಯಾರ್ ಕರಲ್ಲಿ ಸುಗಂದ್ ತೆಲಾ ಘೆವ್ನ್ ತ್ಯಾ ಬಾಯ್ಕೊಮನ್ಸಾ ಸಮಾದಿಕ್ಡೆ ಗೆಲ್ಯಾ.