Luke 24:10 — Compare Translations
7 translations compared side by side
Odia - 1840
"ସହେି ସ୍ତ୍ରୀ ଲୋକମାନଙ୍କ ମଧିଅରେ ମଗ୍ଦଲୀନୀ, ମରିୟମ, ଯୋହନ, ଯାକୁବଙ୍କ ମାଆ ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ ରରେିତମାନଙ୍କୁ ସବୁ ବିଷୟ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ, ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସ୍ତ୍ରୀ ଲୋକମାନେ ପ୍ରେରିତ ଶିଷ୍ୟମାନଙ୍କୁ ଏସବୁ ବିଷୟ ଜଣାଇଲେ, ସେମାନେ ହେଉଛନ୍ତି - ମଗ୍ଦଲିନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଅନ୍ୟାନ୍ୟ ସ୍ତ୍ରୀ ଲୋକମାନେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ତ୍ରୀ ଲୋକମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମା ମରିୟମ ଓ ଅନ୍ୟମାନେ ଥିଲେ। ଏମାନେ ପ୍ରେରିତମାନଙ୍କୁ ସବୁ ବିଷୟ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ମଗ୍ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಬಾಯ್ಕೊಮನ್ಸಾ ಕೊನ್- ಕಾಯ್ ಮಟ್ಲ್ಯಾರ್ ಮಾಗ್ದೆಲಾಚಿ ಮರಿ. ಜೊನ್ನಾ, ಅನಿ ಜಾಕೊಬಾಚಿ ಬಾಯ್ ಮರಿ; ಅನಿ ಹುರಲ್ಲ್ಯಾ ದುಸ್ರ್ಯಾ ಬಾಯ್ಕೊಮನ್ಸಾನಿ ಮಿಳುನ್, ಅಪೊಸ್ತಲ್ಯಾಕ್ನಿ ಹೆ, ಸಗ್ಳೆ ಸಾಂಗಟ್ಲ್ಯಾನಿ.