Luke 24:11 — Compare Translations

7 translations compared side by side

Odia - 1840
"କିନ୍ତୁ ପ୍ ରରେିତମାନେ ସ୍ତ୍ରୀଲୋକମାନଙ୍କ କଥା ରେ ଆଦୌ ବିଶ୍ବାସ କଲେ ନାହିଁ। ସମାନଙ୍କେୁ ଏହା ପାଗଳ କଥାପରି ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରେରିତ ଶିଷ୍ୟମାନେ ଭାବିଲେ ଯେ ଏସବୁ ସ୍ତ୍ରୀ ଲୋକମାନଙ୍କର କପୋଳକଳ୍ପିତ କଥା, ତେଣୁ ସେମାନେ ବିଶ୍ୱାସ କଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରେରିତମାନେ ସ୍ତ୍ରୀଲୋକମାନଙ୍କ କଥାରେ ଆଦୌ ବିଶ୍ୱାସ କଲେ ନାହିଁ। ସେମାନଙ୍କୁ ଏହା ପାଗଳ କଥା ପରି ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅಪೊಸ್ತಲಾನಿ ಹ್ಯಾ ಬಾಯ್ಕಾಮನ್ಸಾ ಕಾಯ್ಕಿ ನಸಲ್ಲೆಚ್ ಸಾಂಗುಕ್ ಲಾಗ್ಲ್ಯಾತ್ ಮನುನ್ ಯವಜ್ಲ್ಯಾನಿ, ಅನಿ ತೆನಿ ಸಾಂಗಟಲ್ಲೆ ಖರೆ ಮನುನ್ ಮಾನುನ್ ಘೆವ್ಕ್‌ನ್ಯಾತ್.