Luke 24:12 — Compare Translations
7 translations compared side by side
Odia - 1840
"କିନ୍ତୁ ପିତର ଉଠି ପଡିଲେ। ଏକଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡିଗଲେ। ସେ ଭିତରକୁ ଚାହିଁଲେ। କିନ୍ତୁ ସେ କବଳେ ଯୀଶୁଙ୍କ ଉପରେ ଘୋଡାଇ ଦିଆଯାଇଥିବା ଲୁଗାପଟି ସଠାେରେ ଦେଖିଲେ। ଯୀଶୁଙ୍କ ଶରୀର ସଠାେରେ ନଥିଲା। ଯାହ ଘଟି ଯାଇଥିଲା, ସେଥି ରେ ସେ ଆଶ୍ଚର୍ୟ୍ଯ ହାଇେ ଏକାକୀ ରହିବା ପାଇଁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ, ପୁଣି ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପିତର ଉଠିପଡ଼ି ସମାଧି ନିକଟକୁ ଦୌଡ଼ିଲେ। ସେ ନଇଁପଡ଼ି ଦେଖିଲେ ଯେ ଗୁଡ଼ା ହୋଇଥିବା ପତଳା ଚାଦର ଛଡ଼ା ଆଉ କିଛି ନାହିଁ। ସେ ସେହି ଘଟଣାରେ ଆଚମ୍ବିତ ହୋଇ ଘରକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପିତର ଉଠି ପଡ଼ିଲେ। ଏ କଥା ଠିକ୍ କି ନୁହେଁ, ତାହା ଦେଖିବା ପାଇଁ ସେ ସମାଧି ପାଖକୁ ଦୌଡ଼ିଗଲେ। ସେ ଭିତରକୁ ଗ୍ଭହିଁଲେ। କିନ୍ତୁ ସେ କେବଳ ଯୀଶୁଙ୍କ ଉପରେ ଘୋଡ଼ାଇ ଦିଆଯାଇଥିବା ଲୁଗାପଟି ସେଠାରେ ଦେଖିଲେ। ଯୀଶୁଙ୍କ ଶରୀର ସେଠାରେ ନ ଥିଲା। ଯାହା ଘଟି ଯାଇଥିଲା, ସେଥିରେ ସେ ଆଶ୍ଚର୍ଯ୍ୟ ହୋଇ ଏକାକୀ ରହିବା ପାଇଁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
Odia IRV 2017 (ଓଡିଆ ବାଇବେଲ)
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪೆದ್ರು ಉಟ್ಲೊ, ಅನಿ ಸಮಾದಿಕ್ಡೆ ಪಳುನ್ ಗೆಲೊ ತೆನಿ ವ್ಹಾಕುನ್ ಸಮಾದಿತ್ ಬಗಟಲ್ಲ್ಯಾ ತನ್ನಾ, ಜೆಜುಚ್ಯಾ ಮಡ್ಯಾಕ್ ಲಪಟಲ್ಲಿ, ತಿ ಫಾಳಿ ಸೊಡುನ್ ತೆಕಾ ಕಾಯ್ಬಿ ದಿಸುಕ್ ನಾ, ತನ್ನಾ ತೊ ಘರಾತ್ ಫಾಟಿ ಪರ್ತುನ್ ಗೆಲೊ, ಅನಿ ಸಗ್ಳೆ ಹೊಲ್ಲೆ ಬಗುನ್ ಅಜಾಪ್ ಹೊಲೊ.