Luke 24:17 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁଙ୍କୁ ପଚାରିଲେ, ତୁମ୍ଭମାନେେ କାହା ବିଷୟ ରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକିଗଲେ। ସମାନଙ୍କେର ମୁହଁ ଅତ୍ଯନ୍ତ ଦୁଃଖିତ ଦଖାେ ଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେସବୁ କଅଣ? ସେଥିରେ ସେମାନେ ବିଷର୍ଣ୍ଣ ମୁଖରେ ଠିଆ ହୋଇ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ପଚାରିଲେ, “ତୁମେ କେଉଁ ବିଷୟରେ କଥାବାର୍ତ୍ତା କରୁଛ?” ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ,“ತುಮಿ ಚಲುನ್ಗೆತ್ ಜಾತಾ-ಜಾತಾ ಖಲ್ಯಾ ವಿಶಯಾತ್ ಬೊಲುಲಾಗಲ್ಲ್ಯಾಶಿ? ಮನುನ್ ಇಚಾರ್ಲ್ಯಾನ್. ತನ್ನಾ ತೆನಿ ತೊಂಡಾ ಬಾವುನ್ ಘೆವ್ನ್ ಇಬೆ ರ್ಹಾಲ್ಯಾನಿ.