Luke 24:19 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁ ଘଟଣା ଗୁଡିକ ବିଷୟ ରେ କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
“କେଉଁ ଘଟଣା”? ସେ ପଚାରିଲେ। ସେମାନେ ଉତ୍ତର ଦେଲେ, “ନାଜରିତର ଯୀଶୁଙ୍କ ପ୍ରତି ଯାହା ସବୁ ଘଟିଲା। ସେ ଜଣେ ଭାବବାଦୀ ଥିଲେ। ଈଶ୍ୱରଙ୍କ ଦୃଷ୍ଟିରେ ଓ ଲୋକମାନଙ୍କ ବିଚାରରେ ସେ ଜଣେ ଅତି ଶକ୍ତିଶାଳୀ ବ୍ୟକ୍ତି ଥିଲେ। ତାଙ୍କର ସମସ୍ତ କାର୍ଯ୍ୟ ଓ କଥାରୁ ଏହା ଜଣାପଡ଼ୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କେଉଁ ଘଟଣା ଗୁଡ଼ିକ ବିଷୟରେ କହୁଛ?” ଲୋକମାନେ ଯୀଶୁଙ୍କୁ କହିଲେ, “ନାଜରିତୀୟ ଯୀଶୁଙ୍କ ବିଷୟରେ। ସେ ପରମେଶ୍ୱର ଓ ଲୋକମାନଙ୍କ ପାଇଁ ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଥିଲେ। ସେ ବହୁତ ଗୁଡ଼ିଏ ଶକ୍ତିଶାଳୀ କାର୍ଯ୍ୟ କରିଥିଲେ ଓ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ,“ ಕಾಯ್ ಹೊಲೆ?” ಮನುನ್ ಇಚಾರ್ಲ್ಯಾನ್. ತನ್ನಾ ತೆನಿ “ನಜರೆತಾಚ್ಯಾ ಜೆಜುಕ್ ಹೊಲ್ಲೆ.” ಮನುನ್ ಜಬಾಬ್ ದಿಲ್ಯಾನಿ. “ದೆವಾನ್ ಅನಿ ಮಾನ್ಸಾನಿ ಹ್ಯೊ ಮಾನುಸ್ ಎಕ್ ಪ್ರವಾದಿ ಮನುನ್ ಮಾನಲ್ಲೊ ಹೊತ್ತೊ, ಸಗ್ಳ್ಯಾ ರಿತಿನ್ ತೆಕಾ ಸಗ್ಳೊ ಬಳ್ ಹೊತ್ತೊ, ತೆನಿ ಅಪ್ನಿ ಸಾಂಗ್ಲ್ಯಾನ್ ಅನಿ ತಸೆಚ್ ಕರುನ್ ದಾಕ್ವುಲ್ಯಾನ್”.