Luke 24:2 — Compare Translations

7 translations compared side by side

Odia - 1840
"ସମାଧି ବନ୍ଦ କରିବା ପାଇଁ ତାର ପ୍ରବେଶ ଦ୍ବାର ରେ ଗୋଟିଏ ପଡ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡି ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମାଧି ମୁହଁରେ ଥିବା ପଥରଟି ଗଡ଼ି ଯାଇଥିବାର ଦେଖିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସମାଧି ବନ୍ଦ କରିବା ପାଇଁ ତା’ର ପ୍ରବେଶ ଦ୍ୱାରରେ ଗୋଟିଏ ବଡ଼ ପଥର ଦିଆ ଯାଇଥିଲା। ସ୍ତ୍ରୀ ଲୋକମାନେ ଦେଖିଲେ ଯେ ପଥରଟି ଗଡ଼ି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಸಮಾದಿತ್ ಭುತ್ತುರ್ ಜಾತಲ್ಯಾ ವಾಟೆ ವೈಲೊ ಗುಂಡೊ ಗುಳ್ವುನ್ ಕಡೆಕ್ ಕರಲ್ಲೊ ತೆಂಕಾ ದಿಸ್ಲೊ.