Luke 24:21 — Compare Translations

7 translations compared side by side

Odia - 1840
"ସେ ହିଁ ୟିଏ ଇଶ୍ରାୟେଲକୁ ମୁକ୍ତ କରିବେ ବୋଲି ଆମ୍ଭମାନେେ ଆଶା ରଖିଥିଲୁ। କିନ୍ତୁ ସତେିକି ବେଳେ ଏସବୁ ଘଟଣା ଘଟିଗଲା। ଏସବୁ ଛଡା ବର୍ତ୍ତମାନ ଯୀଶୁଙ୍କୁ ହତ୍ଯା କରା ୟିବାର ତିନି ଦିନି ବିତି ଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ଆଶା କରୁଥିଲୁ ଯେ କେବଳ ସେ ହିଁ ଇଶ୍ରାୟେଲକୁ ମୁକ୍ତ କରିବେ! ତା’ଛଡ଼ା ଏହା ଘଟିବାର ଆଜି ତୃତୀୟ ଦିବସ।
Odia Bible ERV 2004 (ପବିତ୍ର ବାଇବଲ)
ସେ ହିଁ ଯିଏ ଇସ୍ରାଏଲକୁ ମୁକ୍ତ କରିବେ ବୋଲି ଆମ୍ଭେମାନେ ଆଶା ରଖିଥିଲୁ। କିନ୍ତୁ ସେତିକିବେଳେ ଏସବୁ ଘଟଣା ଘଟିଗଲା। “ଏସବୁ ଛଡ଼ା ବର୍ତ୍ତମାନ ଯୀଶୁଙ୍କୁ ହତ୍ୟା କରା ଯିବାର ତିନି ଦିନି ବିତି ଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಹ್ಯೊ ಇಸ್ರಾಯೆಲಾಕ್ ಸ್ವತಂತ್ರ್ ಹಾನುನ್ ದಿತಲೊ ಎಕ್ಲೊ ಮನುನ್ ಯವಜಲ್ಲ್ಯಾವ್. ಹೆ ಸಗ್ಳೆ ಹೊವ್ನ್ ಆಜ್ ತಿನ್ವೊ ದಿಸ್.