Luke 24:22 — Compare Translations
7 translations compared side by side
Odia - 1840
"କିନ୍ତୁ ଆଜି ଆମ୍ଭ ଦଳର କେତଜେଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ୟ୍ଯ ଜନକ କଥା କହିଲେ। ଯେଉଁ କବର ରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସହେି ସ୍ଥାନକୁ ସମାନେେ ଆଜି ଅତି ଭୋରରୁ ଯାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ, ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଵିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ଦଳର କେତେକ ସ୍ତ୍ରୀ ଲୋକମାନେ ଆମକୁ ଆଚମ୍ବିତ କରି ଦେଇଛନ୍ତି। ସେମାନେ ପାହାନ୍ତିଆ ସମୟରେ ସମାଧି ନିକଟକୁ ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଜି ଆମ୍ଭ ଦଳର କେତେ ଜଣ ସ୍ତ୍ରୀଲୋକ ଆମ୍ଭକୁ ଗୋଟିଏ ଆଶ୍ଚର୍ଯ୍ୟ ଜନକ କଥା କହିଲେ। ଯେଉଁ କବରରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ସେମାନେ ଆଜି ଅତି ଭୋର୍ରୁ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಉಲ್ಲ್ಯಾ ಬಾಯ್ಕೊಮನ್ಸಾನಿ, ಅನಿ ಅಮ್ಕಾ, ಅನಿ ಉಲ್ಲೆ ಅಚಿತ್ತರ್ ಹೊಯ್ ಸರ್ಕೆ ಕರ್ಲ್ಯಾನಿ, ತೆನಿ ತೆಕಾ ಥವಲ್ಲ್ಯಾ ಸಮಾದಿಕ್ಡೆ ಗೆಲ್ಯಾನಿ.