Luke 24:25 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ଵାରା କଥିତ ସମସ୍ତ ବାକ୍ୟରେ ବିଶ୍ଵାସ କରିବାକୁ ଶିଥିଳଚିତ୍ତମାନେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ନିର୍ବୋଧ, ଭାବବାଦୀମାନେ ଯାହା କହି ଯାଇଛନ୍ତି, ସେଥିରେ ବିଶ୍ୱାସ କରିବା ପାଇଁ ତୁମେ କେଡ଼େ ଅପ୍ରସ୍ତୁତ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ. “ತುಮಿ ಕವ್ಡೆ ಪಿಶೆ ಹಾಸಿ ಪ್ರವಾದ್ಯಾನಿ ಸಾಂಗಟಲ್ಲ್ಯಾ ವರ್‍ತಿ ವಿಶ್ವಾಸ್ ಕರ್‍ತಲ್ಯಾತ್ ತುಮಿ ಲೈ ಸಾವ್ಕಾಸ್!