Luke 24:26 — Compare Translations

7 translations compared side by side

Odia - 1840
"ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଦୁଃଖ ଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ ଦୁଃଖ ଭୋଗ ପରେ ତାଙ୍କର ଗୌରବରେ ପ୍ରବେଶ କରିବା କ’ଣ ମସୀହଙ୍କର ଆବଶ୍ୟକ ନ ଥିଲା?”
Odia Bible ERV 2004 (ପବିତ୍ର ବାଇବଲ)
ଭବିଷ୍ୟ‌ଦ୍‌ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମାରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?”
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೆಸ್ಸಿಯಾಕ್ ಅಪ್ನಾಚ್ಯಾ ಮಹಿಮೆತ್ ಜಾವ್ಚ್ಯಾ ಅದ್ದಿ ಹ್ಯೊ ಸಗ್ಳೊ ಕಸ್ಟ್ ಸೊಸ್ತಲೊ ಗರ್ಜೆಚೊ ನ್ಹಯ್ ಕಾಯ್?” ಮಟ್ಲ್ಯಾನ್.