Luke 24:27 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ଵନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ, ମୋଶଶଙ୍କ ପୁସ୍ତକ ଓ ଅନ୍ୟାନ୍ୟ ଭାବବାଦୀମାନଙ୍କ ଦ୍ୱାରା ଲିଖିତ ଭାବବାଣୀଠାରୁ ଆରମ୍ଭ କରି ସମୁଦାୟ ଧର୍ମଶାସ୍ତ୍ରରେ ତାଙ୍କ ବିଷୟରେ ଯାହା ଯାହା ଉଲ୍ଲେଖ ଥିଲା, ସେସବୁ ସେମାନଙ୍କୁ ବୁଝାଇଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଶାସ୍ତ୍ରମାନଙ୍କରେ ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ସେଗୁଡ଼ିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମୋଶାଙ୍କ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ୟଦ୍ବକ୍ତାମାନଙ୍କ ପର୍ଯ୍ୟନ୍ତ ସମସ୍ତେ ତାହାଙ୍କ ବିଷୟରେ ଯାହାସବୁ କହିଥିଲେ, ସେଗୁଡ଼ିକ ବୁଝାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆಜುನ್ ಮೊಯ್ಜೆಚ್ಯಾ ಪುಸ್ತಕಾಕ್ನಾ ಧರಲ್ಲೆ ಸಗ್ಳ್ಯಾ ಪ್ರವಾದ್ಯಾನಿ ಅಪ್ನಾಚ್ಯಾ ವಿಶಯಾತ್ ಕಾಯ್-ಕಾಯ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್, ತೆ ಸಗ್ಳೆ ತೆಂಕಾ ಸೊಡ್ಸುನ್ ಸಾಂಗಟ್ಲ್ಯಾನ್.